Odisha 10th Exam 2022 declaration odiya news

*ମାଟ୍ରିକ ପରୀକ୍ଷା ନେଇ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ ଗୁରୁତ୍ୱପୂର୍ଣ୍ଣ ଘୋଷଣା । କହିଲେ..*
*-ସମ୍ମେଟିଭ୍ ଆସେସ୍ମେଣ୍ଟ ପରୀକ୍ଷା-୨ କରାଯିବ ।*
*-ସବୁ ପିଲାଙ୍କ ପାଇଁ ବାଧ୍ୟତାମୂଳକ ।*
*-ଯଥାସମ୍ଭବ ପରୀକ୍ଷାଗୁଡ଼ିକ ନିଜ ସ୍କୁଲରେ କରାଯିବ ।*
*-ପରୀକ୍ଷା ପରିଚାଳନା ପାଇଁ ଅନ୍ୟ ସ୍କୁ଼ଲ ଶିକ୍ଷକ ନିଯୁକ୍ତ ହେବେ ।*
*-ନିଜ ସ୍କୁଲରେ ନହୋଇପାରିଲେ ନିକଟବର୍ତ୍ତୀ ସ୍କୁଲରେ ପରୀକ୍ଷା ହେବ ।*
*-୩ଟି ପଦ୍ଧତିରେ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଫଳ ନିର୍ଦ୍ଧାରଣ କରିବେ ।*
*-୧ମ ପଦ୍ଧତି- ସମ୍ମେଟିଭ୍-୧ ଓ ଇଣ୍ଟରନାଲ ଆସେସମେଣ୍ଟର ୨ ଗୁଣ ।*
*-୨ୟ ପଦ୍ଧତି- ସମ୍ମେଟିଭ୍-୨ର ମାର୍କ ୨ ଗୁଣ କରି ହିସାବ କରାଯିବ ।*
*-୩ୟ ପଦ୍ଧତି- ଇଣ୍ଟରନାଲ ଆସେସମେଣ୍ଟର ୨୦%, ସମ୍ମେଟିଭ୍-୧ରୁ ୩୦% ।*
*-ସମ୍ମେଟିଭ୍-୨ରୁ ୫୦% ନିଆଯାଇ ମାର୍କିଂ କରାଯିବ -ଯେଉଁ ପଦ୍ଧତିରେ ଛାତ୍ରଛାତ୍ରୀ ସର୍ବାଧିକ ରଖିବେ, ସେଇଟି ଚୂଡ଼ାନ୍ତ ହେବ କହିଲେ ମୁଖ୍ୟ ସଚିବ -ଏପ୍ରିଲ ୨୯ରୁ ଆରମ୍ଭ ହୋଇ ମେ ୬ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା ।*

Web king

Post a Comment

Previous Post Next Post